ବିଶେଷ ଖବର ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷରେ ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶିରେ ବୃଦ୍ଧି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: ମନୁଷ୍ୟ ଓ ବନ୍ୟପ୍ରାଣୀ ମଧ୍ୟରେ ସଂଘର୍ଷରେ ପ୍ରତିବର୍ଷ ରାଜ୍ୟରେ ବହୁ ଲୋକ ମୃତାହତ ହେଉଛନ୍ତି। ଏହାସହିତ ଘରଦ୍ବାରା ଭାଙ୍ଗିବା ଓ ଫସଲ ନଷ୍ଟ ହେବା ସହିତ…