ଜାତୀୟ ଖବର ଅର୍ବାନ ଚ୍ୟାଲେଞ୍ଜ ଫଣ୍ଡ୍ ପାଇଁ କାର୍ଯ୍ୟକାରୀ ନିର୍ଦ୍ଦେଶାବଳୀ ଜାରି କଲେ କେନ୍ଦ୍ରମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଆଜି ନୂଆଦିଲ୍ଲୀଠାରେ ଅର୍ବାନ ଚ୍ୟାଲେଞ୍ଜ୍ ଫଣ୍ଡ (ୟୁସିଏଫ)ର କାର୍ଯ୍ୟକାରୀ ନିର୍ଦ୍ଦେଶାବଳୀ ଓ ଋଣ ପରିଶୋଧ…