ଆଜିର ଖବର ଜଗତସିଂହପୁର ଜିଲ୍ଲାର ସମସ୍ତ ମନ୍ଦିର ଖୋଲିବା ପାଇଁ ପ୍ରଶାସନର ନିଷ୍ପତ୍ତି ରମେଶ ମହାନ୍ତି ଜଗତସିଂହପୁର: ଆଜି ପୂର୍ବାହ୍ନରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜଗତସିଂହପୁର ଜିଲ୍ଲାରେ ଥିବା ମନ୍ଦିର ଖୋଲାଯିବା ସମ୍ପର୍କରେ ଏକ ବୈଠକ ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ…