ବିଶେଷ ଖବର ମହଙ୍ଗା ହେଲା ମୋବାଇଲ୍ ରିଚାର୍ଜ, ପ୍ରିପେଡ୍ ଶୁଳ୍କ 20 ରୁ 25 ପ୍ରତିଶତକୁ ବୃଦ୍ଧି କଲା ଏୟାରଟେଲ୍ ନୂଆଦିଲ୍ଲୀ: ମୋବାଇଲ୍ ଫୋନ୍ ରିଚାର୍ଜ ବର୍ତ୍ତମାନ ମହଙ୍ଗା ହୋଇଛି। ମୋବାଇଲରେ କଥାବାର୍ତ୍ତା କରି ନେଟ୍ ସର୍ଫିଂ ପାଇଁ ଆପଣଙ୍କୁ ଅଧିକ ଟଙ୍କା ଦେବାକୁ ପଡିବ। ଦେଶର ଦ୍ୱିତୀୟ…