ବିଶେଷ ଖବର ବିଜେପିର ଆରମ୍ଭ ହେଲା ମହା ଜନସଂପର୍କ ଯାତ୍ରା, ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ ଭୁବନେଶ୍ୱର/ନୂଆଦିଲ୍ଲୀ : ମୋଦି ସରକାରଙ୍କ ସେବା, ସୁଶାସନ ଓ ଗରୀବକଲ୍ୟାଣର ଗତ ୯ ବର୍ଷର ସଫଳତାକୁ ପ୍ରତ୍ୟେକ ଘରେ ଘରେ ପହଂଚାଇବା ପାଇଁ ବିଜେପି ଆରମ୍ଭ କରିଛି…