ଆଜିର ଖବର ଓଡିଶାର ଯୁବ ଜ୍ୟୋତିର୍ବିଜ୍ଞାନୀଙ୍କ ଅହମଦାବାଦ ଯାତ୍ରା, ଦେଖିବେ ମହାକାଶ ପ୍ରୟୋଗ କେନ୍ଦ୍ର ଭୁବନେଶ୍ୱର: ଯୁବ ଜ୍ୟୋତିର୍ବିଜ୍ଞାନୀ ମେଧା ଅନ୍ବେଷଣ କାର୍ଯ୍ୟକ୍ରମରେ ସଫଳ ହୋଇଥିବା ୨୦ ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ଏବଂ ସେମାନଙ୍କର ମହାକାଶ ପ୍ରୟୋଗ କେନ୍ଦ୍ର, ଅହମଦାବାଦକୁ ପରିଦର୍ଶନ…