ଆଜିର ଖବର ମହାପ୍ରଭୁ ଲିଙ୍ଗରାଜଙ୍କ ରଥଯାତ୍ରାର ସୁପରିଚାଳନା ନିମନ୍ତେ ସମନ୍ୱୟ ବୈଠକ ଭୁବନେଶ୍ଵର: ଚଳିତ ବର୍ଷ ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରାର ସୁପରିଚାଳନା ନିମନ୍ତେ ଖୋର୍ଦ୍ଧା ଜିଲ୍ଲାପାଳ ଅମ୍ରିତ ଋତୁରାଜଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ସର୍କିଟ ହାଉସରେ ସମନ୍ୱୟ ବୈଠକ ଅନୁଷ୍ଠିତ…