ଜାତୀୟ ଖବର ଆଜିଠୁ ମହାସଂଗ୍ରାମ: ବିଶ୍ଵକପ ଉଦଘାଟନୀ ମ୍ୟାଚରେ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହେବ ଲଢେଇ ନୂଆଦିଲ୍ଲୀ: ଆଜି ବିଶ୍ୱକପ୍ର ପ୍ରଥମ ମ୍ୟାଚ୍ରେ ନ୍ୟୁଜିଲ୍ୟାଣ୍ଡ ଏବଂ ଇଂଲଣ୍ଡର ଦଳ ମୁହାଁମୁହିଁ ହେବେ। ଦୁଇ ଦଳ ମଧ୍ୟରେ ମ୍ୟାଚ୍ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯିବ।…