ଆଜିର ଖବର ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ନୂଆଦିଲ୍ଲୀ ଗସ୍ତ, ମାଓ ମୁକାବିଲା ବୈଠକରେ ଦେବେ ଯୋଗ ଭୁବନେଶ୍ବର: ଆଜିଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀରେ ଆୟୋଜିତ ନକ୍ସଲ ମୁକାବିଲା ବୈଠକରେ ଯୋଗଦେବେ। ଗୃହମନ୍ତ୍ରୀ ଅମିତ ସାହାଙ୍କ ଅଧ୍ୟକ୍ଷତାରେ…