ମାଟି ଘୋଡା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ଠାରେ ଅବସରପ୍ରାପ୍ତ ପ୍ରଶାସକ ତଥା କଥାକାର ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ ‘ମାଟି ଘୋଡା’ର ଲୋକାର୍ପଣ କରିଛନ୍ତି।…