ଆଜିର ଖବର ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ ନିଷ୍ପତ୍ତି: ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ଲାଗି ଅନ୍ୟ ସ୍କୁଲକୁ ଯିବାକୁ ପଡ଼ିବ ନାହିଁ ଭୁବନେଶ୍ୱର: କୋରୋନାକୁ ଦୃଷ୍ଟିରେ ରଖି ଏଥର ମାଟ୍ରିକ ପରୀକ୍ଷାର୍ଥୀ ନିଜେ ସ୍କୁଲରେ ପରୀକ୍ଷା ଦେବେ। ଏନେଇ ବିଦ୍ଧିବଦ୍ଧ ଭାବେ ଘୋଷଣା ହୋଇନଥିଲେ ମଧ୍ୟ ମାଧ୍ଯମିକ ଶିକ୍ଷା ପରିଷଦ ପକ୍ଷରୁ…