ବିଶେଷ ଖବର ଗ୍ରାମରକ୍ଷୀଙ୍କ ପାଇଁ ବଡ ଖବର: ମାସିକ ଭତ୍ତା ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଗ୍ରାମାଞ୍ଚଳରେ କାର୍ଯ୍ୟରତ ଗ୍ରାମରକ୍ଷୀ ମାନଙ୍କ ପାଇଁ ପୂର୍ବରୁ ପ୍ରଚଳିତ ଥିବା ମାସିକ ଭତ୍ତାକୁ ବୃଦ୍ଧି କରିଛନ୍ତି। ଏଣିକି ଗ୍ରାମରକ୍ଷୀ…