ଆଜିର ଖବର ସର୍ବଭାରତୀୟ ପୋଲିସ୍ ହକି: “ଲୋଗୋ ଏବଂ ମାସ୍କଟ-ଆଶା” ଲୋକାର୍ପଣ କଲେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଭୁବନେଶ୍ଵର: ଭୁବନେଶ୍ବର ସ୍ଥିତ ପୋଲିସ୍ ଭବନରେ ୭୩ତମ ସର୍ବଭାରତୀୟ ପୋଲିସ୍ ହକି ଚାମ୍ପିୟନସିପ୍ ୨୦୨୫ ର Curtain Raiser ସମାରୋହ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ…