ଆଜିର ଖବର ମାହାଙ୍ଗା ଡବଲ ମର୍ଡର ଘଟଣା ପ୍ରଧାନମନ୍ତ୍ରୀ ଏବଂ ଗୃହମନ୍ତ୍ରୀଙ୍କୁ କହିଛି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାହାଙ୍ଗା, ଡବଲ ମର୍ଡର ଘଟଣା ସଂପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ସାହାଙ୍କୁ ଅବଗତ କରାଯାଇଛି। ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମାହାଙ୍ଗାର…