ଆଜିର ଖବର ପାଟଣାଗଡ଼ ବ୍ଲକ୍ ଠାରେ ନୂତନ ମିନି ଷ୍ଟାଡିୟମର ଶୁଭ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: ପାଟଣାଗଡ଼ ବ୍ଲକ୍ ତମିଆଁ ଏବଂ ଭଇଁସା ଠାରେ ନୂତନ ମିନି ଷ୍ଟାଡିୟମର ଶୁଭ ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। ଏହି କ୍ରୀଡ଼ାଙ୍ଗନ ଗ୍ରାମାଞ୍ଚଳର…