ଆଜିର ଖବର ୧୬ତମ ମିଳିତ କମାଣ୍ଡର ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ କୋଲକାତା: ପ୍ରଧାନମନ୍ତ୍ରୀ ଆଜି କୋଲକାତାରେ ୧୬ତମ ମିଳିତ କମାଣ୍ଡର ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ପ୍ରତି ଦୁଇ ବର୍ଷରେ ଥରେ ଆୟୋଜିତ ଏହି ସମ୍ମିଳନୀ ସଶସ୍ତ୍ର ବାହିନୀର ସର୍ବୋଚ୍ଚ ମନ୍ଥନ…