ଆଜିର ଖବର ଆଜିଠାରୁ ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମିଳିଥିବା ଉପହାରର ଇ-ନିଲାମ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଦାନ କରାଯାଇଥିବା ସମ୍ମାନଜନକ ତଥା ସ୍ମରଣୀୟ ଉପହାରଗୁଡିକର ଇ-ନିଲାମର ଚତୁର୍ଥ ସଂସ୍କରଣ ସଂସ୍କୃତି ମନ୍ତ୍ରଣାଳୟ ଆୟୋଜନ କରୁଛି, ଯାହା ୧୭ ସେପ୍ଟେମ୍ବରରୁ…