ଆଜିର ଖବର ପଳାସପଲ୍ଲୀ ମୁକବଧୀର ବିଦ୍ୟାଳୟରେ ସ୍ୱାସ୍ଥ୍ୟ ଚିକିତ୍ସା ଶିବିର ଆୟୋଜନ କରି ଜନ୍ମଦିନ ପାଳିଲେ ଆକାଶ ଭୁବନେଶ୍ୱର: ଓଡିଆ ସିନେ ଜଗତର ଲୋକପ୍ରିୟ ଅଭିନେତା, ଓଡିଶା ସରକାରଙ୍କ “ମୋ କଲେଜ ଅଧ୍ୟକ୍ଷ”, ‘ଉଡ୍ର ଚାରିଟେବୁଲ ଟ୍ରଷ୍ଟ’ର ଉପଦେଷ୍ଟା ଆକାଶ ଦାସନାୟକଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭।…