ଆଜିର ଖବର ସାଂସଦ ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ଵ: ରାଜ୍ୟସଭାରେ ଦଳର ମୁଖ୍ୟ ସଚେତକ ଭାବେ ନିଯୁକ୍ତି ଭୁବନେଶ୍ବର: ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜଙ୍କୁ ଆଉ ଏକ ଦଳୀୟ ଦାୟିତ୍ବ ପ୍ରଦାନ କରାଯାଇଛି। ସେ ବର୍ତ୍ତମାନ ବିଜେଡି ରାଜ୍ୟସଭା ସଂସଦୀୟ ଦଳର ମୁଖ୍ୟ ସଚେତକ ଭାବେ…