ଆଜିର ଖବର ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କୁ ଝଟକା, ପୂର୍ବତନ ସାଂସଦଙ୍କ ସମେତ ଅନେକ ନେତା କଂଗ୍ରେସରେ ସାମିଲ ନୂଆଦିଲ୍ଲୀ: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର ପାର୍ଟି ବିଆରଏସକୁ କଂଗ୍ରେସ ଏକ ବଡ ଝଟକା ଦେଇଛି। ଆଜି ପୂର୍ବତନ ସାଂସଦ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ, ତେଲେଙ୍ଗାନାର ପୂର୍ବତନ ମନ୍ତ୍ରୀ…