ଆଜିର ଖବର ଓଡିଶାର ଏକ ସଂସ୍ଥା କୋଭିଡ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦେଲା 250 କୋଟି ଟଙ୍କା ଭୁବନେଶ୍ବର, କୋଭିଡ ମହାମାରି ଯେପରି କାୟା ବିସ୍ତାର କରିବାରେ ଲାଗିଛି, ସେଥିରେ ସମସ୍ତେ ଅସ୍ତବ୍ୟସ୍ତ ହୋଇ ପଡିଲେଣି। ଏପରକି ଏହାକୁ ମୁକାବିଲା କରିବାରେ ସରକାରଙ୍କ ପାଣ୍ଠିର ଅଭାବ…