ମୁଖ୍ୟମନ୍ତ୍ରୀ ଶୁଣାଣୀ

ଭୁବନେଶ୍ୱର: ସମ୍ପ୍ରତି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତା ଜୁଲାଇ ୨୯ ତାରିଖ ସୋମବାର ଭୁବନେଶ୍ୱରସ୍ଥିତ  ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ  ଜନଶୁଣାଣି ବନ୍ଦ ରହିବ।…