ଆଜିର ଖବର ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା ଭୁବନେଶ୍ୱର: ଗତକାଲି ବାଣପୁରର ଗମ୍ଭାରୀମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ…