ଆଜିର ଖବର ଆଜି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ପରଖିବେ ମୁଖ୍ୟମନ୍ତ୍ରୀ, ଅପରାହ୍ନରେ ସହାୟତା ଘୋଷଣା ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବନ୍ୟା ସ୍ଥିତି ପରିଦର୍ଶନ କରିବେ। ରାଜ୍ୟରେ ତିନୋଟି ଲଘୁଚାପ ସୃଷ୍ଟି ଯୋଗୁଁ ବିଭିନ୍ନ ନଦୀରେ ବନ୍ୟା ସୃଷ୍ଟି…