ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ, ୫ଟି ଜିଲ୍ଲାର ୧୨ରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆକାଶମାର୍ଗରୁ ରାଜ୍ୟର ୫ଟି ଜିଲ୍ଲାର ୧୨ଟିରୁ ଅଧିକ ବ୍ଲକରେ ବନ୍ୟାସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ…