ଜାତୀୟ ଖବର ବାତ୍ୟା ମୁକାବିଲାରେ ପ୍ରଶାସନକୁ ସହଯୋଗ କରନ୍ତୁ, ଡବଲ ମାସ୍କ ପିନ୍ଧନ୍ତୁ, ରାଜ୍ୟବାସୀଙ୍କୁ ନବୀନଙ୍କ ନିବେଦନ ଭୁବନେଶ୍ବର, ସାଢେ ଚାରି କୋଟି ଓଡିଶାବାସୀ ମୋର ପରିବାର। ବିପଦ ସମୟରେ ମୋ ପରିବାରର ନିରାପତ୍ତା ମୋ ପାଇଁ ସବୁଠାରୁ ବଡ ପ୍ରାଥମିକତା । ଆସୁଥିବା ବାତ୍ୟା…