ବିଶେଷ ଖବର ରଥଯାତ୍ରା ବୈଠକ, ଏଥର ସୁରକ୍ଷା ବ୍ୟବସ୍ଥାରେ ୧୯ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀ ନିୟୋଜିତ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପବିତ୍ର ରଥଯାତ୍ରା ପାଇଁ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି। ବୈଠକରେ ରଥଯାତ୍ରା ପରିଚାଳନା…