ବିଶେଷ ଖବର ସାଂସଦ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କରାଯିବ ଶେଷକୃତ୍ୟ ଭୁବନେଶ୍ଵର: ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରାଜ୍ୟ ସଭା ସଦସ୍ୟ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ…