ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ବର: ନବୀନ ନିବାସରେ ଥିଲା ଆଜି ଏକ ଆଧ୍ୟାତ୍ମିକ ପରିବେଶ। ଜୟ ଜଗନ୍ନାଥ ଧ୍ବନୀରେ ପ୍ରକମ୍ପିତ ହେଉଥିଲା ପୁରା ପରିସର। ଶ୍ରୀମନ୍ଦିର ପରିଚାଳନା କମିଟିର ସମସ୍ତ ସଦସ୍ୟଗଣ, ବରିଷ୍ଠ…