ଆଜିର ଖବର ସରକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ ଟାଙ୍ଗୀଙ୍କ ଆନୁକୁଲ୍ୟରେ ‘ମା ପାଇଁ ଗଛ ଟିଏ’ କାର୍ଯ୍ୟକ୍ରମ ଖୋର୍ଦ୍ଧା/ଟାଙ୍ଗୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ ଅବସରରେ ସରକାରୀ ମୃତ୍ତିକା ସଂରକ୍ଷଣ ଅଧିକାରୀ ଟାଙ୍ଗୀଙ୍କ ଆନୁକୁଲ୍ୟରେ ‘ମା ପାଇଁ ଗଛ ଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…