ଆଜିର ଖବର ପେନସନଭୋଗୀଙ୍କ ପାଇଁ ଡିଜିଟାଲ୍ ଜୀବନ ପ୍ରମାଣପତ୍ର ଦାଖଲ ମେଗା ଶିବିର ଭୁବନେଶ୍ୱର: ପୂର୍ବତଟ ରେଳପଥ ମୁଖ୍ୟାଳୟରେ ଦେଶବ୍ୟାପୀ ଡିଜିଟାଲ୍ ଜୀବନ ପ୍ରମାଣପତ୍ର (DLC) ଅଭିଯାନ ୪.୦ ଅନ୍ତର୍ଗତ ଏକ ମେଗା ଶିବିର ଆୟୋଜନ କରାଯାଇଥିଲା। ଏହି ପଦକ୍ଷେପର ଲକ୍ଷ୍ୟ…