ଆଜିର ଖବର ପୁରୀ ଠାରେ ଲୋକ ମେଳା ଓ କୃଷି ପ୍ରଦର୍ଶନୀକୁ ଉଦଘାଟନ କଲେ କେନ୍ଦ୍ର ମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ପୁରୀ: ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟବର୍ତ୍ତୀ ମୁକ୍ତାକାଶ ରଙ୍ଗମଞ୍ଚରେ ସୋମବାର ସନ୍ଧ୍ୟାରେ ବିଂଶତମ ଲୋକମେଳା ଓ ୧୩ ତମ କୃଷି ମେଳା ୨୦୨୨ ଉଦଘାଟିତ…