ଆଜିର ଖବର ବାଲୁକା କଳାରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନରେ ଅଭିନନ୍ଦନ ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ, ଆଜି ହେଉଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଅବସରରେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି। ସେହିପରି ପୁରୀ ବେଳାଭୂମିରେ ଏକ ବାଲୁକା…