ଜାତୀୟ ଖବର ଭୁବନେଶ୍ବର ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା, କରିପାରନ୍ତି ପ୍ୟାକେଜ ଘୋଷଣା ଭୁବନେଶ୍ବର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭୁବନେଶ୍ବରର ବିମାନ ବନ୍ଦରରେ ବାତ୍ୟା ୟଶ କ୍ଷୟକ୍ଷତି ଉପରେ ସମୀକ୍ଷା କରିଛନ୍ତି। ଏହି ସମୀକ୍ଷା ବୈଠକରେ ରାଜ୍ୟପାଳ ପ୍ରଫେସର ଗଣେଷୀ…