ମୋଦିଙ୍କ ହ୍ୟାଟ୍ରିକ୍

ନୂଆଦିଲ୍ଲୀ: ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି (ବିଜେପି) ଚମତ୍କାର ପ୍ରଦର୍ଶନ କରିଛି। ୪ଟି ରାଜ୍ୟମଧ୍ୟରୁ ୩ଟି ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ତାଙ୍କ ସପକ୍ଷରେ ଆସିଛି।…