ଜାତୀୟ ଖବର ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବିଜେଡି ସାଂସଦ ଅନୁଭବ ମହାନ୍ତି, ଏଥିରେ କିଛି ଅସୁବିଧା ନାହିଁ, ହେଲେ… ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗତକାଲି ସାକ୍ଷାତ କରିଛନ୍ତି ବିଜେଡି ସାଂସଦ ଅନୁଭବ ମହାନ୍ତି। ଗତକାଲି ସଂସଦର ଅଧିବେସନ ଶେଷ ହେବା ପରେ ଅନୁଭବ ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ…