ଆଜିର ଖବର ସୁନ୍ଦରଗଡ଼ ଜିଲ୍ଲାରେ ମୋବାଇଲ ମେଡିକାଲ ଭ୍ୟାନ: ଲୋକଙ୍କୁ ଦୁଆର ମୁହଁରେ ମିଳୁଛି ମାଗଣାରେ ସ୍ୱାସ୍ଥ୍ୟ ସେବା ସୁନ୍ଦରଗଡ଼: ଆଦିବାସୀ ବହୁଳ ସୁନ୍ଦରଗଡ଼ ଜିଲ୍ଲାରେ ଲୋକଙ୍କ ଦୁଆର ମୁହଁରେ ମାଗଣାରେ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବା ପାଇଁ ରହିଛି “ମୋବାଇଲ ମେଡିକାଲ ଭ୍ୟାନ ବା ଏମଏମଭି”। ଜିଲ୍ଲା…