ଆଜିର ଖବର କାଜୁ ଜଙ୍ଗଲରୁ ମୃତଦେହ ଉଦ୍ଧାର କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଦିଗପହଣ୍ଡି ଥାନା ଅନ୍ତର୍ଗତ ମୌଳାଭଞ୍ଜା ପୋଲ୍ ନିକଟସ୍ଥ କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ ଶବ ଉଦ୍ଧାର କରାଯାଇଛି। ସୁଚନା ଅନୁଯାୟୀ, ମୃତ…