ବିଶେଷ ଖବର ମୟୂରଭଞ୍ଜ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୩୯ଟି ପ୍ରକଳ୍ପର ଶୁଭାରମ୍ଭ ସହ ବହୁ କୋଟିର କାର୍ଯ୍ୟର ଉଦଘାଟନ ଭୁବନେଶ୍ବର: ମୟୂରଭଞ୍ଜ ଏବଂ ସମଗ୍ର ଉତ୍ତର ଓଡ଼ିଶାର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଜି ଏକ ନୂତନ ଐତିହାସିକ ଅଧ୍ୟାୟ ଯୋଡ଼ି ହୋଇଯାଇଛି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…