ବିଶେଷ ଖବର ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ଭୁବନେଶ୍ବରରେ ଜମି ଓ ଅର୍ଥ ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ଵର: ଓଡିଆ ସାହିତ୍ୟର ଯଶସ୍ବୀ ସାଧକ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ବରଠାରେ ‘ସ୍ବଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ କରିବା ପାଇଁ ମୁଖ୍ୟମନ୍ତ୍ରୀ…