ଯାତ୍ରୀବାହୀ ଟ୍ରେନ୍ ବାତିଲ୍

ଭୁବନେଶ୍ୱର: ଖୋର୍ଦ୍ଧା ରୋଡ୍ ଡିଭିଜନ୍ ଅଧୀନରେ ଥିବା ଧାନମଣ୍ଡଳ–କପିଳାସ ରୋଡ଼ ସେକ୍ସନରେ ପଥର ସ୍ଲାବ୍ ବ୍ରିଜ୍ ଗୁଡ଼ିକର ପୁନଃନିର୍ମାଣ କାର୍ଯ୍ୟକୁ ସହଜ କରିବା ପାଇଁ, ପୂର୍ବତଟ ରେଳପଥ…