ଆଜିର ଖବର ରଣପୁରରେ ଜିଲ୍ଲାପାଳ–ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ରଣପୁର: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ରଣପୁର ବ୍ଲକ ପ୍ରଶାସନର ଆନୁକୂଲ୍ୟରେ ସୋମବାର ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି…