ଆଜିର ଖବର ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ମୃତକଙ୍କ ପରିବାରକୁ ମିଳିବ ୪ ଲକ୍ଷ ଟଙ୍କା ସହାୟତା ରାଶି ରଣପୁର: ଗତ ବୁଧବାର ଦିନ ରଣପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଥିଲା। ରାତିରେ ଚାଷ ଜମିକୁ ଗଲା ବେଳେ ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ…