ଯୋଜନା ବୋର୍ଡ ଅଧ୍ୟକ୍ଷଙ୍କ ପ୍ରତିନିଧି

ସମୀକ୍ଷା ବ୍ୟୁରୋ ବାଣପୁର, : ୮/୧୨: ଚିଲିକା ନିର୍ବାଚନ ମଣ୍ଡଳୀରେ ହେଉଥିବା ପ୍ରତିଦିନର ଉନ୍ନୟନ କାର୍ଯ୍ୟଗୁଡ଼ିକୁ ଦେଖାଶୁଣା ତଥା ସୁପରିଚାଳନା କରିବା ପାଇଁ ପ୍ରତିନିଧି ଚୟନ କରାଯାଇଛି।…