ଜାତୀୟ ଖବର ଜଟଣୀରେ ଆସନ୍ତାକାଲି ଯୋଗ ଓ ପ୍ରାକୃତିକ ଚିକିତ୍ସା ଗବେଷଣା ପ୍ରତିଷ୍ଠାନର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ ଭୁବନେଶ୍ବର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଟଣୀସ୍ଥିତ ବିଞ୍ଚିଗିରିଠାରେ ଜାତୀୟ ଯୋଗ ଓ ପ୍ରାକୃତିକ ଚିକିତ୍ସା ଗବେଷଣା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭିଡିଓ…