ଆଜିର ଖବର ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ବାତିଲ ହେଲା ପୁରୀ-ଯୋଗ ନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ ଭୁବନେଶ୍ଵର: ଆଜି ପୁରୀ ଠାରୁ ଛାଡିବାକୁଥିବା ୧୮୪୭୭ ପୁରୀ-ଯୋଗ ନଗରୀ ଋଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ ବାତିଲ ରହିବ। ଋଷିକେଶ ଠାରୁ ପୁରୀ ପହଞ୍ଚିବାକୁ ଥିବା ସଂଯୋଗକାରୀ…