ଆଜିର ଖବର ଜବତ ହେଲା ଗଜପତିରୁ ଆନ୍ଧ୍ରପ୍ରଦେଶକୁ ଚୋରାଚାଲାଣ ହେଉଥିବା ରକ୍ତଚନ୍ଦନ: ୨ ଅଟକ ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରୁ ପଡୋଶୀ ଆନ୍ଧ୍ର ପ୍ରଦେଶକୁ ରକ୍ତଚନ୍ଦନ ଚୋରାଚାଲାଣ ବେଳେ ବନ ବିଭାଗ ଦ୍ୱାରା ଜବତ ହୋଇଛି। ଏହି ଚୋରାଚାଲାଣରେ ବ୍ୟବହୃତ ଏକ ଅଟୋକୁ ଜବତ…