ଆଜିର ଖବର ବିଜେଡ଼ିରେ ଯୋଗ ଦେଲେ ପ୍ରଦେଶ କଂଗ୍ରେସ ସମ୍ପାଦକ ପ୍ରଫୁଲ୍ଲ ସୁନ୍ୟାନି ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲା ଅନ୍ତର୍ଗତ ରଘୁନାଥପାଲ୍ଲି ନିର୍ବାଚନ ମଣ୍ଡଳୀର ପିସିସି ସମ୍ପାଦକ ତଥା ୨୦୦୯ ନିର୍ବାଚନରେ ରଘୁନାଥପାଲ୍ଲିର କଂଗ୍ରେସ ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ ସୁନ୍ୟାନି ଆଜି ଶଙ୍ଖଭବନ…