ଆଞ୍ଚଳିକ ୪୩ ବର୍ଷ ପରେ ପୁନର୍ମିଳନ: ରଣପୁର ମହାବିଦ୍ୟାଳୟ ୧୯୯୨ ବ୍ୟାଚର ବନ୍ଧୁମିଳନ ଓ ଗୁରୁ ସମ୍ବର୍ଦ୍ଧନା ସଭା ରଣପୁର: ରଣପୁର ମହାବିଦ୍ୟାଳୟର ୧୯୯୨ ମସିହା ବ୍ୟାଚର ପୁରାତନ ଛାତ୍ରଛାତ୍ରୀଙ୍କୁ ନେଇ ଏକ ସ୍ନେହମୟ ବନ୍ଧୁମିଳନ ଉତ୍ସବ ଓ ସମ୍ବର୍ଦ୍ଧନା ସଭା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।…