ଆଜିର ଖବର ପୁରୀ ରେଳ ଷ୍ଟେସନରେ ରଥଯାତ୍ରା ପ୍ରସ୍ତୁତି ଯାଞ୍ଚ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ ପୁରୀ: ପବିତ୍ର ପୁରୀ ସହରରେ ପ୍ରଭୁ ଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଆୟୋଜନ କରିବାକୁ ପ୍ରସ୍ତୁତ ହେଉଥିବା ବେଳେ, ଉତ୍ସବ ସମୟରେ ପରିଦର୍ଶନ କରିବାକୁ ଆଶା କରାଯାଉଥିବା ତୀର୍ଥଯାତ୍ରୀଙ୍କ…